33.1 C
Bhubaneswar
Thursday, October 1, 2026
Homeଓଡିଶାକନିଷ୍ଠ ଶିକ୍ଷକଙ୍କୁ ନିୟମିତ ଘୋଷଣା କଲେ ରାଜ୍ୟ ସରକାର

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: କନିଷ୍ଠ ଶିକ୍ଷକଙ୍କୁ ନିୟମିତ ଘୋଷଣା କଲେ ସରକାର । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୨୩-୨୪ ବର୍ଷରେ ନିୟୋଜିତ କନିଷ୍ଠ ଶିକ୍ଷକ ନିୟମିତ ଘୋଷଣା କରାଯାଇଛି । ଏଲିମେଣ୍ଟାରୀ କ୍ୟାଡର ଲେବଲ-ଭିଏ ରେ ସହକାରୀ ଶିକ୍ଷକ ଘୋଷଣା କରାଯାଇଛି । ୨୦୨୬ ଜାନୁଆରୀ ୧ରୁ ପିଛିଲା ଭାବେ ନିୟମିତ ଦରମା ପାଇବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking