27.1 C
Bhubaneswar
Friday, October 16, 2026
Homeଓଡିଶାସରପଞ୍ଚ ଏବଂ ନାଏବ ସରପଞ୍ଚଙ୍କ ପାଇଁ ରାଜ୍ୟ ସରକାରଙ୍କ ପୂଜା ଭେଟି

ସରପଞ୍ଚ ଏବଂ ନାଏବ ସରପଞ୍ଚଙ୍କ ପାଇଁ ରାଜ୍ୟ ସରକାରଙ୍କ ପୂଜା ଭେଟି

ଭୁବନେଶ୍ୱର: ରାଜ୍ୟର ସରପଞ୍ଚ ଏବଂ ନାଏବ ସରପଞ୍ଚଙ୍କ ପାଇଁ ରାଜ୍ୟ ସରକାରଙ୍କ ପୂଜା ଭେଟି । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମ ପଞ୍ଚାୟତ ସ୍ତରରେ ନିର୍ବାଚିତ ଜନପ୍ରତିନିଧି ରୂପେ କାର୍ଯ୍ୟରତ ସରପଞ୍ଚ ଓ ନାଏବ ସରପଞ୍ଚଙ୍କ ପାଇଁ ଛଅ ମାସର ସମ୍ମାନ ରାଶି ମଂଜୁର କରିଛନ୍ତି । ଏଥିପାଇଁ ସମୁଦାୟ ୫୬ କୋଟି ୫୫ ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ ପାଇଁ ମଞ୍ଜୁରର ହୋଇଛି ।ସୂଚନାଯୋଗ୍ୟ ଯେ, ୦୧.୦୪.୨୦୨୬ରୁ ୩୦.୦୯.୨୦୨୬ ପର୍ଯ୍ୟନ୍ତ ପିଛିଲା ଭାବେ ୬ ମାସର ଏହି ସମ୍ମାନ ରାଶି ପ୍ରଦାନ କରାଯିବ । ସରପଞ୍ଚମାନେ ୧୦ ହଜାର ଟଙ୍କା ଓ ନାଏବ ସରପଞ୍ଚମାନେ ୪ ହଜାର ଟଙ୍କା ଲେଖାଏଁ ଏହି ସମ୍ମାନ ରାଶି ପାଇବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking