31.1 C
Bhubaneswar
Tuesday, October 20, 2026
Homeଓଡିଶାଦନ୍ତା ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

ଦନ୍ତା ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ସେକ୍ସନରେ ଏକ ଦନ୍ତା ହାତୀଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଧୋବାକୋଚଡ଼ା ଗ୍ରାମର ନାରାୟଣ ନାଏକ।ରାତିରେ ନାରାୟଣ ଧୋବାକୋଚଡ଼ା ଘରକୁ ଫେରୁଥିଲେ। ଏହି ସମୟରେ ହଠାତ୍ ସେ ଏକ ଦନ୍ତା ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀଟି ତାକୁ ଆକ୍ରମଣ କରିଥିଲା, ଫଳରେ ସେ ଗୁରୁତର ଆହତ ହୋଇଥିଲେ। ଖବର ପାଇ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ତାଙ୍କୁ ଚମ୍ପୁଆ ମେଡିକାଲକୁ ନେଇଥିଲେ, ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking