31.1 C
Bhubaneswar
Saturday, October 24, 2026
Homeଦେଶ ବିଦେଶପରୱିନ୍ଦର ବିସିସିଆଇ ଜୁନିୟର ମନୋନୟନ କମିଟି ଅଧ୍ୟକ୍ଷ

ପରୱିନ୍ଦର ବିସିସିଆଇ ଜୁନିୟର ମନୋନୟନ କମିଟି ଅଧ୍ୟକ୍ଷ

ନୂଆଦିଲ୍ଲୀ:ପୂର୍ବତନ ଭାରତୀୟ ଦ୍ରୁତ ବୋଲର ପରୱିନ୍ଦର ଆୱାନା ବିସିସିଆଇ ଜୁନିୟର ମନୋନୟନ କମିଟି ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି। ଏ ନେଇ ଶୁକ୍ରବାର ବିସିସିଆଇ ପକ୍ଷରୁ ଘୋଷଣା କରାଯାଇଛି। ପରୱିନ୍ଦର ଦୁଇଟି ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ସହ ୬୨ଟି ପ୍ରଥମ ଶ୍ରେଣୀ ମ୍ୟାଚ ଖେଳିଛନ୍ତି। କ୍ରିକେଟରୁ ଅବସର ପରେ ଦିଲ୍ଲୀ ୧୬, ୧୯ ଓ ୨୩ ବର୍ଷରୁ କମ୍‌ ଦଳର ପ୍ରଶିକ୍ଷକ ଭାବେ କାର୍ଯ୍ୟ କରିଛନ୍ତି। ୧୯ ବର୍ଷରୁ କମ୍‌ ଭାରତୀୟ ଦଳର ବିସିସିଆଇ ହାଇପର୍ଫମାନ୍ସ କେନ୍ଦ୍ରର ସିଇଓ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking