25.1 C
Bhubaneswar
Thursday, October 29, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ କଥା ହେଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ବାତ୍ୟା ‘ଅର୍ଣ୍ଣବ’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ଓଡ଼ିଶା ସହ ଆନ୍ଧ୍ର, ପୁଡୁଚେରୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ବି କଥା ହୋଇଛନ୍ତି । ବାତ୍ୟା ମୁକାବିଲା ପାଇଁ NDRF ଓ SDRF ଟିମ୍ ଗୁଡ଼ିକ ସକ୍ରିୟ ହୋଇଛନ୍ତି । ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଜାରି ରହିଛି । ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି । କ୍ଷୟକ୍ଷତିର ଆକଳନ ପାଇଁ ଖୁବ୍ ଶୀଘ୍ର କେନ୍ଦ୍ରୀୟ ଟିମ୍ ପଠାଯିବ ବୋଲି ଶାହ କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking