29.1 C
Bhubaneswar
Saturday, October 31, 2026
Homeଓଡିଶାଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭାରତ ରତ୍ନ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଓ...

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭାରତ ରତ୍ନ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଓ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର:  ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କର ଶ୍ରାଦ୍ଧ ଦିବସ ଓ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ କଂଗ୍ରେସ ଭବନ କାର୍ଯ୍ୟାଳୟ ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ କଂଗ୍ରେସ ନେତାଗଣ ଶ୍ରୀମତୀ ଇନ୍ଦିରା ଗାନ୍ଧୀ ଓ ସର୍ଦ୍ଦାର ପଟେଲଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ପରେ କଂଗ୍ରେସ ନେତୃବୃନ୍ଦ ଇନ୍ଦିରା ଗାନ୍ଧୀ ପାର୍କ ସ୍ଥିତି ଇନ୍ଦିରାଜୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଶିବାନନ୍ଦ ରାୟ, ନିରଞ୍ଜନ ପଟ୍ଟନାୟକ, ସୁରେଶ କୁମାର ରାଉତରାୟ, ଶ୍ରୀକାନ୍ତ ଜେନା, ସମୀର ରାଉତରାୟ, ଅମୀୟ କୁମାର ପଟ୍ଟନାୟକ, ମନୋରଞ୍ଜନ ଦାଶ, କିଶୋର ଜେନା, ପୃଥୀ ବଲ୍ଲଭ ପଟ୍ଟନାୟକ, ଅଭୟ ସାହୁ, ମନୋରଞ୍ଜନ ରାଉତରାୟ, ରଜନୀ ମହାନ୍ତି, ମିହିର ଆଚାର୍ଯ୍ୟ, ସଂଜୟ ମିଶ୍ର, ଜ୍ୟୋତିଷ ସାହୁ, ଲିଙ୍ଗରାଜ ସାହୁ, କୁଳମଣି ସାହୁ, ଖଗେଶ୍ୱର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking