28.1 C
Bhubaneswar
Monday, November 2, 2026
Homeଓଡିଶାବାତ୍ୟା ‘ମୁରାସୁ’ ପାଇଁ କଳାହାଣ୍ଡିରେ ଆସନ୍ତାକାଲି ସ୍କୁଲ ଛୁଟି

ବାତ୍ୟା ‘ମୁରାସୁ’ ପାଇଁ କଳାହାଣ୍ଡିରେ ଆସନ୍ତାକାଲି ସ୍କୁଲ ଛୁଟି

ଭବାନୀପାଟଣା: ବାତ୍ୟା ‘ମୁରାସୁ’ର ସମ୍ଭାବ୍ୟ ପ୍ରଭାବକୁ ନଜରରେ ରଖି କଳାହାଣ୍ଡି ଜିଲ୍ଲାରେ ଆସନ୍ତାକାଲି ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏଥିସହ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରହିବ।ବାତ୍ୟା ପ୍ରଭାବରେ ସମ୍ଭାବ୍ୟ ବର୍ଷା ଓ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସୁରକ୍ଷା ନିମନ୍ତେ ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଫଳରେ ଆସନ୍ତାକାଲି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ସହ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକରେ ସାଧାରଣ କାର୍ଯ୍ୟକଳାପ ବନ୍ଦ ରହିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking