26.1 C
Bhubaneswar
Tuesday, November 17, 2026
Homeଓଡିଶାମାଲକାନଗିରିରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ମାଲକାନଗିରିରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ମାଲକାନଗିର: ମାଲକାନଗିରିରେ ୨ ଦିନ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ । ଆସନ୍ତା ୧୯ ଓ ୨୦ ତାରିଖରେ ସ୍କୁଲ, କଲେଜ ଓ ଅଙ୍ଗନୱାଡି କେନ୍ଦ୍ର ଛୁଟି ରହିବ । ସମ୍ଭାବ୍ୟ ବାତ୍ୟା ଓ ବର୍ଷା କାରଣରୁ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ରହିବା ନେଇ ଘୋଷଣା କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking