22.1 C
Bhubaneswar
Thursday, November 19, 2026
Homeଓଡିଶାବାତ୍ୟା ଅକବାନ: ଶ୍ରୀଗୁଣ୍ଡିଚା ମନ୍ଦିରରେ ୪ ଦିନ ଦର୍ଶନ ବନ୍ଦ

ବାତ୍ୟା ଅକବାନ: ଶ୍ରୀଗୁଣ୍ଡିଚା ମନ୍ଦିରରେ ୪ ଦିନ ଦର୍ଶନ ବନ୍ଦ

ଭୁବନେଶ୍ୱର : ମାଡି ଆସୁଛି ଅକବାନ। ବାତ୍ୟା ଓଡିଶା ମୁହାଁ ନେଇ ସ୍ପଷ୍ଟ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ବାତ୍ୟ। ନରସାପୁର ଓ ପୁରୀ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବା ସମ୍ଭାବନା ରହିଛି। ବିଶେଷ କରି କଳିଙ୍ଗପଟନମ୍ ଓ ଗୋପାଳପୁର ମଧ୍ୟରେ ଲ୍ୟାଣ୍ଡଫଲ ସମ୍ଭାବନା ରହିଛି। ଆଉ ଅଧିକ ତୀବ୍ର ହେବାର କୌଣସି ସମ୍ଭାବନା ନାହିଁ। ୧୯ ଓ ୨୦ରେ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ୪ ଦିନ ଦର୍ଶନ ବନ୍ଦ। ଅତ୍ୟଧିକ ବର୍ଷା ଆଶଙ୍କାରେ ୧୯ରୁ ୨୧ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ନିକଟସ୍ଥ ଶରଧାବାଲିରେ ମଧ୍ୟ ପ୍ରବେଶ ବନ୍ଦ ରଖାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ  ସୂଚନା ଜାରି ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking