23.1 C
Bhubaneswar
Thursday, November 19, 2026
Homeଓଡିଶାସମ୍ଭାବ୍ୟ ବାତ୍ୟା ପାଇଁ ଖୋରଧା ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ସମ୍ଭାବ୍ୟ ବାତ୍ୟା ପାଇଁ ଖୋରଧା ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ସମ୍ଭାବ୍ୟ ବାତ୍ୟା ଅକୱାନକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ ମାନଙ୍କ ଛୁଟି ବାତିଲ କରାଯାଇଛି । ଏଥିସହ ବିନା ଅନୁମତିରେ ସେମାନଙ୍କୁ ମୁଖ୍ୟାଳୟ ନଛାଡିବା ପାଇଁ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଯେଉଁ ଅଧିକାରୀ ଛୁଟି କିମ୍ବା ମୁଖ୍ୟାଳୟ ଛାଡିବା ଅନୁମତି ନେଇଛନ୍ତି ଏହାକୁ ବାତିଲ କରାଯିବା ସହ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହ ଆସନ୍ତା ୬ ଦିନ ଅର୍ଥାତ ନଭେମ୍ବର ୧୮ ରୁ ୨୩ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking