23.1 C
Bhubaneswar
Friday, November 20, 2026
Homeଓଡିଶାଭିଜିଲାନ୍ସ ଜାଲରେ ତହସିଲଦାର

ଭିଜିଲାନ୍ସ ଜାଲରେ ତହସିଲଦାର

ଧର୍ମଗଡ: ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ଗୋଲାମୁଣ୍ଡା ତହସିଲଦାର ଚନ୍ଦନ କୁମାର ନାୟକ। ଗୁରୁବାର ଜଣେ ବ୍ୟକ୍ତିଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିବା ଜଣାପଡ଼ିଛି lଜଣେ ବ୍ୟକ୍ତିଙ୍କ ଜମିର କିସମ ପରିବର୍ତ୍ତନ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି । ଏହି ଘଟଣାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର୍‌ ଧରିଛି। ଭିଜିଲାନ୍ସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଥିବାବେଳେ ଲାଞ୍ଚ କାରବାର ସମ୍ପର୍କିତ ବିଭିନ୍ନ ଦିଗରେ ଯାଞ୍ଚ କରାଯାଉଛି। ତଦନ୍ତ ପରେ ଏହି ଘଟଣାର ଅଧିକ ତଥ୍ୟ ସାମ୍ନାକୁ ଆସିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking