21.1 C
Bhubaneswar
Thursday, November 19, 2026
Homeଓଡିଶାସମ୍ଭାବ୍ୟ ବାତ୍ୟା ପାଇଁ କୋଣାର୍କ ସୂର୍ଯ୍ୟ ମନ୍ଦିର ଓ ସଂଗ୍ରହାଳୟ ଅସ୍ଥାୟୀ ଭାବେ ବନ୍ଦ

ସମ୍ଭାବ୍ୟ ବାତ୍ୟା ପାଇଁ କୋଣାର୍କ ସୂର୍ଯ୍ୟ ମନ୍ଦିର ଓ ସଂଗ୍ରହାଳୟ ଅସ୍ଥାୟୀ ଭାବେ ବନ୍ଦ

ପୁରୀ, ଭୁବନେଶ୍ଵର: -ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏବଂ ଜନସାଧାରଣଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ କୋଣାର୍କ ସୂର୍ଯ୍ୟ ମନ୍ଦିର ଓ କୋଣାର୍କ ପ୍ରତ୍ନତତ୍ତ୍ୱ ସଂଗ୍ରହାଳୟ ୧୯.୧୧.୨୦୨୬ ଠାରୁ ୨୧.୧୧.୨୦୨୬ ତାରିଖ ପର୍ଯ୍ୟନ୍ତ ଅସ୍ଥାୟୀ ଭାବେ ବନ୍ଦ ରହିବ। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ASI) ପୁରୀ ମଣ୍ଡଳର ଅଧୀକ୍ଷଣ ପ୍ରତ୍ନତତ୍ତ୍ୱବିତ୍ ଡ. ମିଲନ କୁମାର ଚୌଲେଙ୍କ କାର୍ଯ୍ୟାଳୟ ଆଦେଶ ଅନୁଯାୟୀ ଏହି ନିଷ୍ପତ୍ତି ନିଆଯାଇଛି। ଏହି ସମୟ ମଧ୍ୟରେ ପର୍ଯ୍ୟଟକ ଓ ସାଧାରଣ ଲୋକଙ୍କ ପ୍ରବେଶ ବନ୍ଦ ରହିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking