41.1 C
Bhubaneswar
Tuesday, April 30, 2024
Homeଓଡିଶା୨୦ ଫୁଟର ଶ୍ରୀରାମଙ୍କ ବାଲୁକା କଳା ସ୍ଥାପିତ

୨୦ ଫୁଟର ଶ୍ରୀରାମଙ୍କ ବାଲୁକା କଳା ସ୍ଥାପିତ

ପୁରୀ: ପବିତ୍ର ରାମନବମୀ ଉପଲକ୍ଷେ ପୁରୀ ବେଳାଭୂମିରେ ଶ୍ରୀରାମଙ୍କ ସୁନ୍ଦର କଳାକୃତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ତିଆରି କରିଛନ୍ତି। ପ୍ରଭୁ ଶ୍ରୀରାମଙ୍କ ଏହି ସୁନ୍ଦର କଳାକୃତି ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୨୦ ଫୁଟର ବାଲକ୍ ରାମଙ୍କ ଏହି ବାଲୁକା କଳାରେ ପ୍ରାୟ ୧୨ ଟନ୍ ବାଲି ବ୍ୟବହାର କରାଯାଇଥିବା ସୂଚନା ଦେଇଛନ୍ତି ସୁଦର୍ଶନ। ବାଲକ୍ ରାମଙ୍କ ଏହି ବାଲୁକା କଳା ଦେଖିବାକୁ ସମୁଦ୍ର ବେଳାଭୂମିରେ ପର‌୍ୟ୍ୟଟକଙ୍କ ଭିଡ଼ ଜମିବାରେ ଲାଗିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking