୯୨ ବର୍ଷୀୟା ବୃଦ୍ଧାଙ୍କୁ ଗଳା କାଟି ହତ୍ୟା କଲେ ଦୁର୍ବୃତ୍ତ

ଲକ୍ଷ୍ନୌ : ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ଘରେ ଏକୁଟିଆ ରହୁଥିବା ଜଣେ ୯୦ ବର୍ଷୀୟା ବୃଦ୍ଧାଙ୍କୁ ଗଳା କାଟି ହତ୍ୟା କରିଛନ୍ତି କିଛି ଦୁର୍ବୁତ୍ତମାନେ । ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଲୁଟ୍‌ ଉଦ୍ଦେଶ୍ୟରେ ଏହି ହତ୍ୟାକାଣ୍ଡ ହୋଇ ନ ଥିବା ସୂଚନା ମିଳିଛି। ଘରେ କୌଣସି ଲୁଟପାଟ ହୋଇ ନ ଥିବାରୁ କୌଣସି ଶତ୍ରୁତାକୁ ନେଇ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ତେବେ କିଏ … Continue reading ୯୨ ବର୍ଷୀୟା ବୃଦ୍ଧାଙ୍କୁ ଗଳା କାଟି ହତ୍ୟା କଲେ ଦୁର୍ବୃତ୍ତ