33.1 C
Bhubaneswar
Sunday, February 22, 2026
Homeଓଡିଶାନିଶା ନିବାରଣ କେନ୍ଦ୍ରରେ ପିଟିପିଟି ହତ୍ୟା

ନିଶା ନିବାରଣ କେନ୍ଦ୍ରରେ ପିଟିପିଟି ହତ୍ୟା

ଭୁବନେଶ୍ୱର:  ନିଶାନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି । ଏୟାରଫିଲ୍ଡ ଥାନା ଅଞ୍ଚଳରେ ଘଟଣା ଘଟିଛି । ମୃତକ ଜଣଙ୍କ ହେଉଛନ୍ତି  ୟୁନିଟ-୬  ଅଞ୍ଚଳର  ସୁମନ୍ତ ପଣ୍ଡା । ଏନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି ।  ପିଟି ପିଟି ଅତି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି  । କ୍ୟାପିଟାଲ ହସ୍ପିଟାଲରେ ଯୁବକଙ୍କ ମୃତଦେହ  ରହିଛି । ଗତକାଲି ନିଶା ନିବାରଣ  କେନ୍ଦ୍ରରେ ଯୁବକଙ୍କୁ  ଛଡା ଯାଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking