35.1 C
Bhubaneswar
Friday, May 10, 2024
Homeଓଡିଶାରାସ୍ତକଡ଼ରୁ ରକ୍ତାକ୍ତ ମୃତଦେହ ଉଦ୍ଧାର

ରାସ୍ତକଡ଼ରୁ ରକ୍ତାକ୍ତ ମୃତଦେହ ଉଦ୍ଧାର

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଥାନା ଝୁପଡ଼ିପଡ଼ା ରାସ୍ତାରେ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ଭବାନୀପାଟଣା ଅଞ୍ଚଳର ଜଗନ୍ନାଥ ଗହୀର। ଜଗନ୍ନାଥଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ସେ ଝୁପଡ଼ିପଡ଼ା ତାଙ୍କ ସମ୍ପର୍କୀୟ ଘରକୁ ଆସିଥିଲେ। ରକ୍ତାକ୍ତ ଅବସ୍ଥାରେ ଝୁପଡ଼ିପଡ଼ାର ତାଙ୍କ ସମ୍ପର୍କୀୟ ଡାକ୍ତରଖାନା ଆଣିଥିବା ବେଳେ ଡାକ୍ତର ମୃତ ଘୋଷଣା କରିଛନ୍ତି। ଅନ୍ୟପକ୍ଷରେ ଜଗନ୍ନାଥଙ୍କ ମୃତ କେମିତି ହେଲା ତାହା ସ୍ପଷ୍ଟ ହୋଇନଥିବା ବେଳେ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡୁଛି। କଣ୍ଟାବାଞ୍ଜି ପୁଲିସ ଡାକ୍ତରଖାନା ପହଞ୍ଚି ଶଵ ଜବତ କରି ଅଧିକ ତଦନ୍ତ ଆରମ୍ଭ କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking