23.1 C
Bhubaneswar
Sunday, February 8, 2026
Homeଓଡିଶାଅଣସେବକ ରଥରେ ଚଢିଲେ ମୋକଦ୍ଦମା

ଅଣସେବକ ରଥରେ ଚଢିଲେ ମୋକଦ୍ଦମା

ପୁରୀ: ଶୃଙ୍ଖଳିତ ରଥଯାତ୍ରା ନେଇ ବୈଠକ ପରେ ମୁଖ୍ୟ ପ୍ରଶାସକ  ସୂଚନା ଦେଇଛନ୍ତି । କହିଛନ୍ତି ,ନିର୍ଧାରିତ ସମୟ ଅନୁସାରେ ରଥଟଣା ଉପରେ ମୋହର ଲାଗିଛି । କୌଣସି ସେବକ ମୋବାଇଲ ବ୍ୟବହାର କରିପାରିବେ ନାହିଁ । ରଥ ଟଣାବେଳେ  ଅଣ ସେବକ ରଥ ଉପରକୁ ଯାଇପାରିବେ ନାହିଁ । ଏପରିକି ସେବକଙ୍କ ସହାୟକ ମଧ୍ୟ ବସି ପାରିବେ ନାହିଁ । ଯଦି ଅଣସେବକ ଚଢିବେ ତାହାହେଲେ ମୋକଦ୍ଦମା କରାଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking