27.1 C
Bhubaneswar
Sunday, September 29, 2024
Homeଓଡିଶା୧୮ରେ କୁଆପଥର ବର୍ଷା ସମ୍ଭାବନା

୧୮ରେ କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୧୮ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ଚେତାବନୀ ଜାରି କରାଯାଇଛି। ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଅନ୍ୟପକ୍ଷେ, ମଙ୍ଗଳବାଠାରୁ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଆରମ୍ଭ ହୋଇଥିବା ବେଳେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିପାରେ। ଏଭଳି ପାଗ ୨୦ ତାରିଖ ଯାଏ ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୪ ଦିନ ପର‌୍ୟ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking