31.1 C
Bhubaneswar
Sunday, September 22, 2024
Homeଓଡିଶାବାଇକ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ବାଇକ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ଭଞ୍ଜନଗର : ବାଇକ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ । ତେବେ ଏପରି ଏକ ଦୁଖଦଃ ଘଟଣା ଗଂଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ସିନ୍ଦୁରିଆପଡା ଗାଁ ନିକଟରେ ଘଟିଛି । ବାଇକ୍ ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ନିକଟସ୍ଥ ଆମ୍ବପୁଆ ଗ୍ରାମର ମୂରଲୀ ଜେନା । ଘଟଣା ସ୍ଥଳରେ ବାଇକ୍ ଚାଳକ ମଧ୍ୟ ଗୁରୁତର ଆହତ ହେଇଥିଲେ । ଉଭୟଙ୍କୁ ନିକଟସ୍ଥ କବିସୂର୍ଯ୍ୟନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତର ସାଇକେଲ ଆରୋହୀଙ୍କୁ ମୃତ ଘୋଷଣା କରିଥିଲେ । କବିସୂର୍ଯ୍ୟନଗର ଥାନା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଚଳାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking