18.1 C
Bhubaneswar
Sunday, February 8, 2026
Homeଓଡିଶାସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ୨୨ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ସମୁଦ୍ର ଭିତରେ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଦକ୍ଷିଣବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତରେ ପରିଣତ ହେବ । ବାତ୍ୟା ହେଲେ ଉତ୍ତର ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ମାଡ଼ ସମ୍ଭାବନା ରହିଛି । ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା ହୋଇପାରେ । ଏବେ ଧାନ ପାଚୁଥିବାରୁ ବର୍ଷା ହେଲେ ଫସଲ ନଷ୍ଟ ହେବା ଚିନ୍ତାରେ ଚାଷୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking