15.1 C
Bhubaneswar
Monday, December 8, 2025
Homeଓଡିଶାସୃଷ୍ଟି ହେଲା ଅବପାତ

ସୃଷ୍ଟି ହେଲା ଅବପାତ

ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ସୃଷ୍ଟି ହେଲା ଅବପାତ । ଉତ୍ତର ପଶ୍ଟିମ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ପଶ୍ଚିମବଙ୍ଗରେ ଅବପାତ ସୃଷ୍ଟି ହୋଇଛି । ସୂଚନା ଦେଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ମିଳିଛି । ଉତ୍ତର ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ଅଶାନ୍ତରୁ ଅତି ଅଶାନ୍ତ ସମୁଦ୍ର ରହିବା କାରଣରୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking