25.1 C
Bhubaneswar
Saturday, September 24, 2022
Homeଓଡିଶାବାଲେଶ୍ୱର ସାର୍ଥା ଗାଁର ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ଔଷଧ ଓ ବିଭିନ୍ନ ସାମଗ୍ରୀ ପୋଡି...

ବାଲେଶ୍ୱର ସାର୍ଥା ଗାଁର ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ଔଷଧ ଓ ବିଭିନ୍ନ ସାମଗ୍ରୀ ପୋଡି ପାଉଁଶ

ଜଳେଶ୍ୱର: ସ୍ୱାସ୍ଥ୍ୟକେନ୍ଦ୍ରରେ ନିଆଁ । ବାଲେଶ୍ୱର ସିଂଲା ଥାନା ସାର୍ଥା ଗାଁରେ ଥିବା ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ ଘଟିଛି । ସର୍ଟସର୍କିଟରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଔଷଧ ଓ ବିଭିନ୍ନ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି। ସ୍ୱାସ୍ଥ୍ୟକେନ୍ଦ୍ର ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକ ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀଙ୍କୁ ଖବର ଦେଇଥିଲେ । ସେମାନେ ପହଞ୍ଚିି ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ଆୟତ୍ତ କରିପାରି ନଥିଲେ । ପରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking