29.4 C
Bhubaneswar
Thursday, April 18, 2024
Homeବ୍ରେକୀଙ୍ଗରାଉରକେଲା ରହମତ ବସ୍ତି ନିକଟରେ ଅଗ୍ନିକାଣ୍ଡ

ରାଉରକେଲା ରହମତ ବସ୍ତି ନିକଟରେ ଅଗ୍ନିକାଣ୍ଡ

ରାଉରକେଲା : ରାଉରକେଲାର ନୟାବଜ଼ାର ନିକଟ ରହମତ ବସ୍ତି ନିକଟରେ ଅଗ୍ନିକାଣ୍ଡ ଘଟିଥିବା ଶୁକ୍ରବାର ଜଣାପଡ଼ିଛି। ନୟାବଜ଼ାର ଏଠାରେ ଜମା ହୋଇଥିବା ପୁରୁଣା ଟାଇଆର ଓ ସ୍କ୍ରକ୍ଷପରେ ନିଆଁ ଲାଗି ଅଗ୍ନିକାଣ୍ଡ ଘଟିଛି। ତେବେ କେଉଁ କାରଣରୁ ଏହି ଅଗ୍ନିକାଣ୍ଡ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଜାରି ରଖିଛନ୍ତି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । 

 
  

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking