28.1 C
Bhubaneswar
Wednesday, December 17, 2025
Homeଓଡିଶା୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ !

୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ !

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ଲଜ୍ଜା । ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ଶିଶୁ କନ୍ୟାକୁ ବିସ୍କୁଟ ଦେବାର ଲୋଭ ଦେଖଆଇ ଅଭିଯୁକ୍ତ ଜଣକ ବଳାତ୍କାର କରିଥିଲେ । ଏହି ଘଟଣା ପରେ ଶିଶୁଟି ଗୁରୁତର ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ହସ୍ପିଟାଲରେ ଶିଶୁ କନ୍ୟାଟିର ଚିକିତ୍ସା ଚାଲିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚ ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking