ପୁରୀ ସମୁଦ୍ରରେ ନିର୍ମାଣ ହେବ ଭସା ପୋଲ

ପୁରୀ : ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଧାମ ପୁରୀ ସମୁଦ୍ରରେ ନିର୍ମାଣ ହେବ ଏକ ଭସା ପୋଲ । ପର୍ଯ୍ୟଟକମାନେ ଭସା ପୋଲରେ ଯାଇ ସମୁଦ୍ର ମଝିରେ ଜଳକ୍ରୀଡ଼ାର ମଜା ନେବେ । ଏଥିରେ ଏକ ସଙ୍ଗେ ୫ ହଜାର ପର୍ଯ୍ୟଟକ ଯାତ୍ରା କରିପାରିବେ । ଏଥିସହିତ ଜେଟ ସ୍କି, ସର୍ଫିଂ, ପାରାସେଲିଂ, ୱାର ସ୍କେଟିଂ, ଡାଇଭିଂ ଆଜି ବିଭିନ୍ନ ପ୍ରକାରର ଜଳ ରୋମାଞ୍ଚର ମଜା ନେଇପାରିବେ । ପୁରୀ … Continue reading ପୁରୀ ସମୁଦ୍ରରେ ନିର୍ମାଣ ହେବ ଭସା ପୋଲ