କୂଅରୁ ଅର୍ଦ୍ଧଦଗ୍ଧ ମହିଳାଙ୍କ ଶରୀର ଉଦ୍ଧାର

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ତାରାସିଙ୍ଗି ଥାନା ଅନ୍ତର୍ଗତ ଗେରେଡା ଗାଁ ନିକଟ ପେଣ୍ଡୁରାବାଲି ଜଙ୍ଗଲ ନିକଟ କୂଅରୁ ଅର୍ଦ୍ଧଦଗ୍ଧ ମହିଳାଙ୍କୁ ଉଦ୍ଧାର। ପରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କର ମୃତ୍ୟୁ ହୋଇଛି । ମୃତ ମହିଳା ଜଣକ ନିକଟସ୍ଥ ଗେରେଡା ଗାଁର ମାଳା ନାଇକ ବୋଲି ଜଣାପଡିଛି। ଜଙ୍ଗଲ ନିକଟ ଠାକୁରାଣୀଙ୍କ ପାଖକୁ ପୂଜା କରିବାକୁ ଯାଇଥିବା ବେଳେ ଦୀପ ନିଆଁ ତାଙ୍କ ଲୁଗାରେ ଲାଗିଯାଇଥିଲା। ଶରୀର ଅର୍ଦ୍ଧାଧିକ ଅଂଶ ପୋଡ଼ି ଯିବାରୁ, ନିଜକୁ ବଞ୍ଚାଇବାକୁ ଯାଇ … Continue reading କୂଅରୁ ଅର୍ଦ୍ଧଦଗ୍ଧ ମହିଳାଙ୍କ ଶରୀର ଉଦ୍ଧାର