28.1 C
Bhubaneswar
Friday, October 18, 2024
Homeଓଡିଶାରେଳ ଧାରଣା ଉପରେ ପଡ଼ିଲା ବିରାଟ ପଥର ଖଣ୍ଡ, ରାୟଗଡ଼ା-କୋରାପୁଟକୁ ଟ୍ରେନ ଚଳାଚଳ ପ୍ରଭାବିତ

ରେଳ ଧାରଣା ଉପରେ ପଡ଼ିଲା ବିରାଟ ପଥର ଖଣ୍ଡ, ରାୟଗଡ଼ା-କୋରାପୁଟକୁ ଟ୍ରେନ ଚଳାଚଳ ପ୍ରଭାବିତ

ବ୍ୟୁରୋ : ରେଳ ଧାରଣା ଉପରେ ପଡ଼ିଲା ବଡ଼ ବଡ଼ ପଥର ଖଣ୍ଡ। ମାଟି ଅତଡ଼ା ଓ ପଥର ଖସି ଟ୍ରେନ ଚଳାଚଳ ବ୍ୟାହତ। ଟ୍ରାକ ଉପରେ ପଥର ପଡିଥିବାରୁ ରାୟଗଡ଼ା-କୋରାପୁଟ କୁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। ରାୟଗଡ଼ା ରାଉଳି ରେଳ ଷ୍ଟେସନ ନିକଟରେ ମାଟି ଅତଡ଼ା ଖସିପଡ଼ିଥିବା ସୂଚନା ମିଳିଛି। ଫଳରେ ବିଶାଖାପାଟଣା-କୋରାପୁଟ ଡିଏମୟୁ , କୋରାପୁଟ-ବିଶାଖାପାଟଣା ଡିଏମୟୁ ଓ ସମଲେଶ୍ବରୀ ଟ୍ରେନ ବାତିଲ ହୋଇଥିବା ଖବର ମିଳିଛି। ଘଟଣାସ୍ଥଳରେ ରେଳ ବିଭାଗ କର୍ମଚାରୀ ପହଞ୍ଚି ଟ୍ରାକ ସଫା କାର୍ଯ୍ୟ ଜାରି ରଖିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking