29.1 C
Bhubaneswar
Saturday, April 27, 2024
Homeଓଡିଶାତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି: ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା

ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି: ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ସ୍ୱାଭାବିକ ସ୍ଥିତିକୁ ଫେରୁଛି ମୌସୁମୀ । କାଲିଠୁ ବଦଳିବ ପାଗ । ୬ରୁ ବଡ଼ ବର୍ଷା । ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । କାଲିଠୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଆସନ୍ତା ଦୁଇ ଦିନ ଧରି ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଘଡ଼ଘଡ଼ି ସହ ବର୍ଷା ହେବ ।

କାଲିଠୁ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ୬ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ ରଖି ୫ ଜିଲ୍ଲାକୁ ଅତି ପ୍ରବଳ ଓ ୧୪ ଜିଲ୍ଲାକୁ ପ୍ରବଳ ବର୍ଷା ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିଭଳି ୭ ତାରିଖ ପାଇଁ ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking