29.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗଲଘୁଚାପ କ୍ଷେତ୍ର ସୃଷ୍ଟି

ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର: ଭାରତ ମହାସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏହା ଅବପାତ ରୂପ ନେବ । ଅବପାତ ରୂପ ନେବା ପରେ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ୨୫ ବେଳକୁ ପଶ୍ଚିମଉତ୍ତରକୁ ଗତି କରି ତାମିଲନାଡୁ ଓ ପୁଡୁଚେରୀ ଛୁଇଁବ । ପ୍ରଭାବରେ ଉତ୍ତର, ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା, ଉତ୍ତରଉପକୂଳରେ ବର୍ଷା ହେବ । ୨୪ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡିଶାର ଏକାଧିକ ଜିଲ୍ଲା ପାଇଁ ୟେଲୋ ଓାର୍ଣ୍ଣିଂ ଜାରି କରାଯାଇଛି । ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking