17.1 C
Bhubaneswar
Sunday, December 21, 2025
Homeଓଡିଶାବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର : ଗୁରୁବାର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ ଦିନରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ବୋଲି ଜଣାଯାଇଛି । ଏହା ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ। ଆଗାମୀ ୭ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking