30.8 C
Bhubaneswar
Saturday, April 26, 2025
Homeଓଡିଶାସ୍ପଷ୍ଟ ଚିହ୍ନିତ ହେଲା ଲଘୁଚାପ କ୍ଷେତ୍ର

ସ୍ପଷ୍ଟ ଚିହ୍ନିତ ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ସୃଷ୍ଟି ଲଘୁଚାପ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଦକ୍ଷିଣ ପଶ୍ଚିମ ପାଶ୍ୱର୍ବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ହୋଇଛି । ଆଗାମୀ ୨୪ ଘଣ୍ଟା ଯାଏଁ ନିଜର ତୀବ୍ରତା ବଜାୟ ରଖିବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର- ପଶ୍ଚିମ ଦିଗରେ ଗତି କରିବ । ପରବର୍ତ୍ତୀ ୨୪ ଘଣ୍ଟାରେ ଦିଗ ପରିବର୍ତ୍ତନ କରି ଉତ୍ତର – ଉତ୍ତର ପୂର୍ୱ ଦିଗରେ ଯିବ । କେନ୍ଦ୍ରୀୟ ବଙ୍ଗୋପସାଗରରେ ଧୀରେଧୀରେ ଦୁର୍ୱଳ ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking