29.1 C
Bhubaneswar
Friday, May 17, 2024
Homeଦେଶ ବିଦେଶଯବାନଙ୍କ ଗୁଳିରେ ଜଣେ ମାଓବାଦୀ ନିପାତ

ଯବାନଙ୍କ ଗୁଳିରେ ଜଣେ ମାଓବାଦୀ ନିପାତ

ଛତିଶଗଡ଼ : ଛତିଶଗଡ଼ ଯବାନଙ୍କୁ ମିଳିଲା ବଡ଼ ସଫଳତା । ଛତିଶଗଡ଼ର ସୁକମାରେ ଯବାନ ଓ ମାଓବାଦୀ ମୁହାଁମୁହିଁ । ଯବାନଙ୍କ ଗୁଳିରେ ଜଣେ ମାଓବାଦୀ ନିପାତ । ସୂଚନା ଅନୁସାରେ, ଛତିଶଗଡ଼ର ସୁକମାରେ ଯବାନମାନେ ସର୍ଚ୍ଚ ଅପରେସନ କରିବା ସମୟରେ ଯବାନ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ । ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ଚାଳନ ମଧ୍ୟ ହୋଇଥିଲା । ଯବାନଙ୍କ ଗୁଳିରେ ଜଣେ ମାଓବାଦୀ ନିପାତ ହେବା ସହିତ ଏକାଧିକ ମାଓବାଦୀ ଆହତ ହୋଇଛନ୍ତି । ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ଯବାନ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking