17.1 C
Bhubaneswar
Tuesday, February 10, 2026
Homeଓଡିଶାଶ୍ରୀମନ୍ଦିରରେ ପଶିଲେ ଅଣହିନ୍ଦୁ ମହିଳା

ଶ୍ରୀମନ୍ଦିରରେ ପଶିଲେ ଅଣହିନ୍ଦୁ ମହିଳା

ପୁରୀ :ଶ୍ରୀମନ୍ଦିରରେ ପଶିଗଲେ ଅଣହିନ୍ଦୁ ମହିଳା। ଶ୍ରୀମନ୍ଦିର ଗୁମୁଟ ପର‌୍ୟ୍ୟନ୍ତ ମହିଳା ଜଣକ ପଳାଇଛନ୍ତି। ସେଠାରେ ତାଙ୍କୁ ଧରି ଥିଲେ ଜଗନ୍ନାଥ ଟେମ୍ପୁଲ ପୁଲିସ୍‌। ମହିଳା ଜଣକ ଚାଇନିଜ୍ ଭାଷାରେ କଥା ହେଉଥିବା ଜଣାପଡ଼ିଛି। ସମ୍ପୃକ୍ତ ମହିଳାଙ୍କୁ ସିଂହଦ୍ୱାର ଥାନାରେ ଅଟକ ରଖାଯାଇ ପଚରାଉଚରା କରାଯାଉଛି। କାର୍ତ୍ତିକ ଭିଡ଼ ଭିତରେ ଅଣ ହିନ୍ଦୁ ମହିଳା ଜଣକ ଶ୍ରୀମନ୍ଦିରରେ ପଶିବାକୁ ଉଦ୍ୟମ କରୁଥିବା ଜଣାପଡ଼ିଛି।ପୁଲିସ୍ ସେମାନଙ୍କ କାଗଜପତ୍ର ଯାଞ୍ଚ କରି ଛାଡ଼ିଥିବା ଜଣାପଡ଼ିଛି। ଢିଲା ସୁରକ୍ଷା ଯୋଗୁ ବିଦେଶୀମାନେ ବାରମ୍ୱାର ଶ୍ରୀମନ୍ଦିର ଭିତରେ ପଶୁଥିବା ଅଭିଯୋଗ ହେଉଛି। ଏହାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking