35.1 C
Bhubaneswar
Tuesday, April 23, 2024
Homeଓଡିଶାରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ୧୭ଟି ରାଜ୍ୟର ମୋଟ୍ ୫୫ଟି ଆସନରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ଜଣାଯାଇଛି । ଓଡ଼ିଶା ଭାଗରେ ଥିବା ଆସନରୁ ୪ଟି ଖାଲି ପଡୁଛି । ଏହି ସବୁ ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ମାର୍ଚ୍ଚ ୧୩ ନାମାଙ୍କନ ଦାଖଲର ଶେଷ ତାରିଖ । ସେହିପରି ୧୬ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ହେଉଛି ମାର୍ଚ୍ଚ ୧୮ । ଆଗାମୀ ୨୬ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ କରାଯିବ ବୋଲି ଜଣାଯାଇଛି ।
https://onakhabar.com/2020/03/05/rajayasabha-election/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking