28.1 C
Bhubaneswar
Saturday, June 21, 2025
Homeଓଡିଶାଏସସିବିରେ ଜଣେ ଝାଡାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ

ଏସସିବିରେ ଜଣେ ଝାଡାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ

କଟକ: କଟକ ଏସସିବିରେ ଆଉ  ଝାଡାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ ।  ଝାଡାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ ସ୍ପଷ୍ଟ କଲେ ହସ୍ପିଟାଲ କର୍ତ୍ତୁପକ୍ଷ । ମୃତକ ଜଣଙ୍କ ଯାଜପୁର ସୁକିନ୍ଦା  ହାତୀବାରି ଗାଁର ସୂଚନା । ଆକ୍ରାନ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ  ଯାଜପୁର କଟକ ଆସିଥିଲେ ।  ସୂଚନା ଥାଉକି, ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ନିୟନ୍ତ୍ରଣ ହେଉନି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କଲେରା ନେଇ ଯାଜପୁରରେ ସ୍ଥିତି ଏବେ ବି ଗମ୍ଭୀର ରହିଛି । ୭୫୦ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଥିଲେ ମଧ୍ୟ ଜିଲ୍ଲାର ଏବେ ବି ୧୩ଟି ସରକାରୀ ଡାକ୍ତରଖାନାରେ ପାଖାପାଖି ୩ ଶହ ରୋଗୀ ଚିକିତ୍ସିତ ହେଉଛନ୍ତି । ୫୦ରୁ ଅଧିକ ରେଫର କେସ୍ କଟକ, ଭୁବନେଶ୍ବରରେ ଚିକିତ୍ସିତ ହେଉଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking