30.1 C
Bhubaneswar
Thursday, February 5, 2026
Homeଓଡିଶାରାମଦାସ ଅଠlୱାଲେଙ୍କ ଅଧ୍ୟକ୍ଷତାରେ ୨ଟି ବିଭାଗର ଏକ ସମୀକ୍ଷା ବୈଠକ

ରାମଦାସ ଅଠlୱାଲେଙ୍କ ଅଧ୍ୟକ୍ଷତାରେ ୨ଟି ବିଭାଗର ଏକ ସମୀକ୍ଷା ବୈଠକ

ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ଭାରତ ସରକରବଙ୍କ ସାମାଜିକ ମନ୍ତ୍ରଣାଳୟର ମାନ୍ୟବର ମନ୍ତ୍ରୀ, ଶ୍ରୀ ରାମଦାସ ଅଠlୱାଲେଙ୍କ ଅଧ୍ୟକ୍ଷତାରେ ୨ଟି ବିଭାଗର ଏକ ସମୀକ୍ଷା ବୈଠକ ରାଜ୍ୟ ଅତିଥି ଭବନଠାରେ ଅନୁଷ୍ଠିତ ହୋଇ ଯାଇଛି । ଏହି ସମୀକ୍ଷା ବୈଠକରେ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗକଲ୍ୟାଣ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ବିଭାଗର ବିଭାଗର ବିଭିନ୍ନ ସରକାରୀ ଯୋଜନା ଗୁଡିକର ଆଲୋଚନା କରିଥିଲେ । ଏହି ସମୀକ୍ଷା ବୈଠକରେ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗକଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ, ଶ୍ରୀ ବି ପରମେଶ୍ଵର, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ବିଭାଗର ସ୍ଵତନ୍ତ୍ର ଶାସନ ସଚିବ, ଶ୍ରୀମତୀ ରଜନୀ ଯାନୀ, ଓଏସଏଫଡିସିର ଜେନେରାଲ ମ୍ୟାନେଜର ତଥା ଉପ ଶାସନ ସଚିବ, ଶ୍ରୀମତୀ କୁମୁଦିନୀ ସୁବୁଦ୍ଧି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ବିଭାଗର ଅତିରିକ୍ତ ଶାସନ ସଚିବ, ଶ୍ରୀ ଭାସ୍କର ରଇତୋ, ଶ୍ରୀ ଦୀପକ ରାଉତରାୟଙ୍କ ତଥା ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking