27.1 C
Bhubaneswar
Thursday, December 26, 2024
Homeଓଡିଶାଏଟିଏମ ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ

ଏଟିଏମ ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ  ସବିରାରେ ଥିବା  ଏସବିଆଇ ଏଟିମକୁ  ଲୁଟ ହୋଇଛି । ଗତକାଲି ରାତିରେ କିଛି ଦୁର୍ବୃତ୍ତ ଏଟିଏମ ଭିତରେ ପଶି  ଭଙ୍ଗାରୁଜା କରିଥିଲେ ।  ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରୁଛି ।  ହେଲେ ଘଟଣାସ୍ଥଳରୁ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । ଏଟିଏମରୁ ଲୁଟ ହେବାର ସମୟ ସିସିଟିଭିରେ କଏଦ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking