33.5 C
Bhubaneswar
Friday, April 10, 2026
Homeଓଡିଶାରାଜଧାନୀର ୩ଟି ମନ୍ଦିରରୁ ହୋଇଛି ସିରିଜ ଲୁଟ୍

ରାଜଧାନୀର ୩ଟି ମନ୍ଦିରରୁ ହୋଇଛି ସିରିଜ ଲୁଟ୍

ଭୁବନେଶ୍ୱର: ମନ୍ଦିରରୁ ସୁନା ମୂର୍ତ୍ତି ନେଇଗଲେ ଡକାୟତ । କୋଟି କୋଟି ଟଙ୍କାର ଠାକୁରଙ୍କୁ ଚୋରି କରି ନେଇଗଲେ ଲୁଟେରା । କୌଣସି ଉପାନ୍ତ ଗାଁ ନୁହେଁ ରାଜଧାନୀ ଛାତି ଉପରେ ହୋଇଛି ଏଭଳି ଲୁଟ୍ । ଗୋଟିଏ କି ଦୁଇଟି ନୁହେଁ ପଟିଆ ଗାଁରୁ ୩ଟି ମନ୍ଦିରରୁ ହୋଇଛି ସିରିଜ ଲୁଟ୍ । ଗତକାଲି ବିଳମ୍ବିତ ରାତିରେ ୪ ଦୁର୍ବୃତ୍ତ ପଶି ଶିଖରଚଣ୍ଡୀ, ନୀଳକଣ୍ଠ ଓ କନକ ଦୁର୍ଗା ମନ୍ଦିରରୁ ଡକାୟତି କରିଥିବା ଜଣାପଡ଼ିଛି । ଲୁଟେରାଙ୍କ ଭିତରେ ଜଣେ ମହିଳାଙ୍କ ସମ୍ପୃକ୍ତି ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking