ଦୁଇ ଯୁବଗୋଷ୍ଠୀଙ୍କ ମଧ୍ୟରେ ବିବାଦକୁ ନେଇ ଫୁଟିଲା ଗୁଳି, ଯୁବକ ଗୁରୁତର

ରାଉରକେଲା: ଗୋଷ୍ଠୀ ବିବାଦକୁ ନେଇ ଫୁଟିଲା ଗୁଳି । ରାଉରକେଲା ବିଶ୍ରା ଆଇଆଇଟି ମହଲା ପଞ୍ଚାୟତ ନିକଟରେ ଗୁଳିମାଡ଼ ହୋଇଛି । ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବିବାଦକୁ ନେଇ ଫୁଟିଲା ଗୁଳି । ଏଥିରେ ମହମ୍ମଦ ଇରଫାନ୍ ରାଜାର ଡାହାଣ ଛାତିରେ ବାଜିଛି ଗୁଳି । ଗୁରୁତର ଆହତ ଯୁବକଙ୍କୁ ଚିକିତ୍ସା ପାଇଁ ପ୍ରଥମେ ରାଉରକେଲା ସରକାରୀ ହସ୍ପିଟାଲ ପରେ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଗୁଳି ଚଳାଇଥିବା ଦୁଇ ଯୁବକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ବିଶ୍ରା … Continue reading ଦୁଇ ଯୁବଗୋଷ୍ଠୀଙ୍କ ମଧ୍ୟରେ ବିବାଦକୁ ନେଇ ଫୁଟିଲା ଗୁଳି, ଯୁବକ ଗୁରୁତର