ସେନା ଗୁଳିରେ ଜଣେ ଆତଙ୍କୀ ସଫା

ଜମ୍ମୁ- କଶ୍ମୀର : ଜମ୍ମୁ- କଶ୍ମୀରର ପୁଲୱାମାରେ ଏନକାଉଣ୍ଟରରେ ଟଳିଲା ଜଣେ ଆତଙ୍କବାଦୀ। ପୁଲୱାମାରେ ଆଜି ଭୋରୁ ସୁରକ୍ଷା କର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷ ମଧ୍ୟରେ ଆଖି ବୁଜା ଗୁଳି ଚାଳନା ହୋଇଥିବା ବେଳେ ସୁରକ୍ଷା କର୍ମୀଙ୍କ ଦ୍ୱାରା ସଫା ହୋଇଛି ଜଣେ ଆତଙ୍କବାଦୀ । ଏଥିସହ ଆଉ ଜଣେ ଆତଙ୍କବାଦୀଙ୍କୁ ସୁରକ୍ଷା କର୍ମୀ ଘେରାବନ୍ଦୀ କରି ରଖିଥିବା ଜଣାଯାଇଛି। ପୁଲୱାମା ଜିଲ୍ଲାର ଅର୍ଶିପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା … Continue reading ସେନା ଗୁଳିରେ ଜଣେ ଆତଙ୍କୀ ସଫା