27.1 C
Bhubaneswar
Wednesday, June 26, 2024
Homeଦେଶ ବିଦେଶସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କୀ ସଫା

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କୀ ସଫା

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରରେ ଜୋରଦାର ଚାଲିଛି ଆତଙ୍କୀ ନିପାତ ଅଭିଯାନ। କାଶ୍ମୀରରେ ଥିବା ସବୁ ଜଙ୍ଗଲରେ ସର୍ଚ୍ଚ ଅପରେସନ୍ କୁ ଜୋରଦାର କରାଯାଇଛି। ଆଜି ଜାମ୍ମୁ କାଶ୍ମୀରର ବାନ୍ଦିପୋରାରେ ସୁରକ୍ଷାକର୍ମୀମାନେ ଏନକାଉଣ୍ଟର କରିଛନ୍ତି।

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସର୍ଚ୍ଚ ଅପରେସନ୍ ରେ ସାମିଲ ଥିବା ଡ୍ରୋନ୍ କ୍ୟାମେରା ମାଧ୍ୟମରେ ଆତଙ୍କବାଦୀଙ୍କ ମୃତଦେହ ଚିହ୍ନଟ କରାଯାଇଛି। ମୃତଦେହ ନିକଟରୁ ଅତ୍ୟାଧୁନିକ ଏମ-୪ ରାଇଫଲ ମଧ୍ୟ ଠାବ କରାଯାଇଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ନକ୍ସଲ ସଫା

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking