28.1 C
Bhubaneswar
Sunday, September 29, 2024
Homeଓଡିଶାନିଶ୍ଚିତ ରତ୍ନଭଣ୍ଡାର ଖୋଲାଯିବ : ପୃଥ୍ୱୀରାଜ ହରିଚନ୍ଦନ

ନିଶ୍ଚିତ ରତ୍ନଭଣ୍ଡାର ଖୋଲାଯିବ : ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର : ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି ଓ ମଣତି କରାଯିବ । ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି । ତେବେ ରତ୍ନଭଣ୍ଡାର ଖୋଲାଯିବା ସମ୍ପର୍କରେ ନିର୍ଦ୍ଧିଷ୍ଟ ତାରିଖ ଓ ଗାଇଡଲାଇନ ବିଭାଗ ପକ୍ଷରୁ ଜଣାଇ ଦିଆଯିବ । ବୋଲି ଆଇନମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking