ମରଣ୍ଡା ଗ୍ରାମରେ ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

ଅନୁଗୁଳ: ଅନୁଗୁଳ ବ୍ଳକ ବନ୍ତଳା ବନାଞ୍ଚଳରେ ଦିନକୁ ଦିନ ବଢ଼ିବାରେ ଲାଗିଛି ହାତୀ ଆକ୍ରମଣ। ଏହି ବନାଞ୍ଚଳରେ ଗତ ଦୁଇଦିନ ମଧ୍ୟରେ ହାତୀ ଆକ୍ରମଣରେ ଦୁଇ ଜଣ ମହିଳାଙ୍କ ଜୀବନ ଯାଇଥିବା ବେଳେ ଆଜି ପୁଣି ଜଣେ ମହିଳା ହାତୀ ଆକ୍ରମଣର ଶିକାର ହୋଇ ମୃତ୍ୟୁବରଣ କରିଛନ୍ତି। ମୃତ୍ୟୁବରଣ କରିଥିବା ମହିଳା ଜଣକ ମରଣ୍ଡା ଗ୍ରାମର ବୋଲି ଜଣାପଡିଛି। ମହିଳା ଜଣକ ସକାଳୁ ବଗିଚାକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ସୂଚନାଯୋଗ୍ୟ ଅନୁଗୁଳ ବ୍ଳକ … Continue reading ମରଣ୍ଡା ଗ୍ରାମରେ ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ