29.1 C
Bhubaneswar
Monday, March 30, 2026
Homeଓଡିଶାହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ

ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ

କେନ୍ଦୁଝର: ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଉଦୟଗିରି ଗ୍ରାମ ଅନ୍ତର୍ଗତ ମହାନ୍ତ ସାହିର ଆକାଶ ମହାନ୍ତ। ଚିକିତ୍ସାଧୀନ ଅବସ୍ଥାରେ କେନ୍ଦୁଝର ମେଡିକାଲ କଲେଜରେ ମୃତ୍ୟୁ ଘଟିଛି।ଗତକାଲି ରାତିରେ ଧାନ କ୍ଷେତରେ ହାତୀ ପଶିଥିଲେ। ଘଉଡାଇବା ବେଳେ ଏକ ହାତୀ ଶୁଣ୍ଢରେ କଚାଡ଼ି ପାଦରେ ଦଳି ଦେଇଥିଲା।  ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ତେଲକୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ କେନ୍ଦୁଝର ମେଡିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ମୃତ୍ୟୁ ଘଟିଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking