27.1 C
Bhubaneswar
Thursday, March 26, 2026
Homeଓଡିଶାଅଭିଜିତ ମଜମୁଦାର ଏମସ ସ୍ଥାନାନ୍ତର

ଅଭିଜିତ ମଜମୁଦାର ଏମସ ସ୍ଥାନାନ୍ତର

ଭୁବନେଶ୍ୱର: ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜମୁଦାର କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର ହୋଇଛନ୍ତି । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଗଣେଶ ପୂଜା ଦିନ ହଠାତ ଅସୁସ୍ଥ ହେଇ ପଡିଥିବାରୁ ଅଭିଜିତଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ଲିଭର ଜନିତ ରୋଗରେ ପୀଡିତ ହୋଇ ଗତ ସପ୍ତାହରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ।ତେବେ ଗତ ଗଣେଶ ପୂଜା ଦିନ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ଅଭିଜିତଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଦୀର୍ଘ ଚାରି ଦିନ ସେଠାରେ ଚିକିତ୍ସିତ ହେବା ପରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ କଟକର ଅନ୍ୟ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । ମାତ୍ର ସେଠାରେ ସ୍ବାସ୍ଥ୍ୟରେ କୌଣସି ଉନ୍ନତି ନଆସିବାରୁ ପୁନଶ୍ଚ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking