34.9 C
Bhubaneswar
Thursday, June 18, 2026
Homeଓଡିଶାଏମ୍ସରୁ ଡିସଚାର୍ଜ ହେବେ ଅଭିଜିତ !

ଏମ୍ସରୁ ଡିସଚାର୍ଜ ହେବେ ଅଭିଜିତ !

ଭୁବନେଶ୍ବର: ଓଲିଉଡର ଲୋକପ୍ରିୟ ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କୁ ନେଇ ଆସିଲା ବଡ଼ ଖବର।  ଆଗାମୀ ଦୁଇଦିନ ଭିତରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ। ଏନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଅଗଷ୍ଟ ୩୧ ତାରିଖରେ କଟକ ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଅଭିଜିତ । ଅନେକ ଦିନରୁ ଲିଭର ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହୋଇ ଆସୁଥିଲେ ।  ଗତ ଗଣେଶ ପୂଜା ଦିନ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ପରିବାର ତଥା ଆତ୍ମୀୟମାନେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେବେଠାରୁ ସେ କୋମ‌ାରେ ରହିଛନ୍ତି। ଏହାପରେ ଗତ ସେପ୍ଟେମ୍ବର ୪ ତାରିଖରେ ଅଭିଜିତ ମଜୁମଦାରଙ୍କୁ ଭୁବନେଶ୍ବର ଏମ୍ସକୁ ଅଣାଯାଇଥିଲା। ସେଠାରେ ତାଙ୍କର ନିରନ୍ତର ଚିକିତ୍ସା ଚାଲିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking