ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଅବକାରୀ ଜଏଣ୍ଟ କମିଶନର । ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ରଙ୍କ ଘରେ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଚଢାଉ । ଏକା ସାଙ୍ଗରେ ୧୦ଟି ସ୍ଥାନରେ ଚଢାଉ କରୁଛନ୍ତି ଭିଜିଲାନ୍ସ ଟିମ୍ । ଭୁବନେଶ୍ୱର, ସୋନପୁର, ବଲାଙ୍ଗିର ଘର ସମେତ ଅଫିସ୍ ରେଡ୍ ।