36 C
Bhubaneswar
Monday, June 29, 2026
Homeଓଡିଶାହଟିଲା କଟକଣା: ଶ୍ରୀମନ୍ଦିରକୁ ୪ ଦ୍ବାର ଦେଇ ପ୍ରବେଶ କରିବେ ଶ୍ରଦ୍ଧାଳୁ

ହଟିଲା କଟକଣା: ଶ୍ରୀମନ୍ଦିରକୁ ୪ ଦ୍ବାର ଦେଇ ପ୍ରବେଶ କରିବେ ଶ୍ରଦ୍ଧାଳୁ

ପୁରୀ: ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶ୍ରୀମନ୍ଦିରରେ ପ୍ରବେଶ ନେଇ ଥିବା କଟକଣା ନେଇ ସଂସ୍କାର ଅଣାଯାଇଛି। ଏଣିକି ଭକ୍ତମାନେ ଶ୍ରୀମନ୍ଦିରର ଚାରି ଦ୍ବାର ଦେଇ ପ୍ରବେଶ କରିବେ। କିନ୍ତୁ ଫେରିବା ବେଳକୁ ସିଂହଦ୍ବାର ବ୍ୟତୀତ ଅନ୍ୟ ୩ଟି ଦ୍ବାର ଦେଇ ଫେରିବେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗଣମାଧ୍ୟମକୁ ଏନେଇ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ୨୦୨୪ ନଭେମ୍ବର ୧୬ ତାରିଖ (ଶନିବାର) ଦିନ ଠାରୁ ଭକ୍ତମାନେ ୪ ଦ୍ବାର ଦେଇ ପ୍ରବେଶ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ‌ଭକ୍ତମାନେ ସିଂହଦ୍ବାର ବ୍ୟତୀତ ଅନ୍ୟ ଦ୍ବାର ଦେଇ ଫେରିବେ। ସେବକ ଓ ତାଙ୍କ ପରିବାରର ସଦସ୍ୟ ୪ ଦ୍ବାର ଦେଇ ଫେରିପାରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking