28.3 C
Bhubaneswar
Sunday, July 12, 2026
Homeଓଡିଶାଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ଅନୁମତି

ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ଅନୁମତି

କଟକ: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି ଦେଲେ ହାଇକୋର୍ଟ। ପୀଡ଼ିତାଙ୍କ ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଅନୁମତି ଦେଇଛନ୍ତି କୋର୍ଟ। ଗର୍ଭପାତ ଓ ଭ୍ରୁଣର ଡିଏନଏ ପରୀକ୍ଷା ପାଇଁ ମଧ୍ୟ ଅନୁମତି ପ୍ରଦାନ କରିଛନ୍ତି। ଏହା ଅଭିଯୁକ୍ତ ବିରୋଧରେ ପ୍ରମାଣ ଭାବେ ବ୍ୟବହୃତ ହେବ ବୋଲି କହିଛନ୍ତି କୋର୍ଟ। ଗର୍ଭଧାରଣ ଅନିଚ୍ଛାକୃତ, ଦୁଷ୍କର୍ମ ମାମଲା ସହ ଜଡ଼ିତ ଦର୍ଶାଇଥିଲେ ପୀଡ଼ିତା। ପୂର୍ବରୁ ରାଉରକେଲା ମହିଳା ଥାନାରେ ଏନେଇ ଅଭିଯୋଗ କରିଥିଲେ। ଏହି ମାମଲାର ଶୁଣାଣି କରି ପୀଡ଼ିତାଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking