32.1 C
Bhubaneswar
Monday, May 20, 2024
Homeଓଡିଶାକାର୍ ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ

କାର୍ ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ

ସୁନ୍ଦରଗଡ଼: କାର୍ ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ । ଏଭଳି ଅଭବାନୀୟ ଘଟଣା ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ବରହାଖାଇ ନିକଟରେ ଘଟିଛି । ମୃତକଙ୍କ ପରିଚୟ ମିଳିପାରି ନାହିଁ । ଘଟଣାରସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଜାଗା ମିଶନ ଜମି ପଟ୍ଟା ନୁହେଁ ଗରିବ ଲୋକଙ୍କୁ ପ୍ରତାରଣାର କାଗଜ ବାଣ୍ଟୁଛନ୍ତି ସରକାର : ବିଜୟ ପଟ୍ଟନାୟକ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking